14.1 C
Bhubaneswar
Sunday, December 7, 2025
Homeଓଡିଶାଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା

ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା। ୨୪ ଘଣ୍ଟାରେ ୩ ରୁ ୫ ଡିଗ୍ରୀ କମିବ ଦିନର ତାପମାତ୍ରା । ଆଜି ବି ପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ୟେଲୋ ଓ୍ବାର୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ସବୁ ଜିଲ୍ଲାରେ ବର୍ଷା ସହିତ ଝଟକା ପବନର ବେଗ ୬୦ ରୁ ୭୦ କିମି ରହିପାରେ। କାଲିଠୁ ୯ ତାରିଖ ପର୍ଯ୍ୟନ୍ତ ବର୍ଷାକୁ ନେଇ କୌଣସି ସତର୍କତା ଜାରି ହୋଇନାହିଁ।୩ ଦିନ ପରେ ତାପମାତ୍ରା ୨ ରୁ ୪ ଡିଗ୍ରୀ ବଢିପାରେ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking