33.3 C
Bhubaneswar
Sunday, June 7, 2026
Homeଓଡିଶା୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଲାଗି ରହିବ ବର୍ଷା

୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଲାଗି ରହିବ ବର୍ଷା

ଭୁବନେଶ୍ବର: ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଲାଗି ରହିବ ବର୍ଷା । ଆଜି ଓ ଆସନ୍ତାକାଲି ପ୍ରବଳ ବର୍ଷା ନେଇ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର। ମୟୂରଭଞ୍ଜ, ବାଲେଶ୍ୱର ,କେନ୍ଦୁଝରରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ଏହା ଛଡ଼ା ଭଦ୍ରକ, କେନ୍ଦ୍ରାପଡା, ଯାଜପୁର,ସୁନ୍ଦରଗଡ଼,ଝାରସୁଗୁଡ଼ା, ସମ୍ବଲପୁର,ଦେଓଗଡ଼, ଅନୁଗୁଳ,ଢେଙ୍କାନାଳ, କଟକ,ପୁରୀ,ଖୋର୍ଦ୍ଧା, ନୟାଗଡ଼, ଗଂଜାମ ଓ ଗଜପତିରେ ପ୍ରବଳ ବର୍ଷା ନେଇ  ସତର୍କତା ଜାରି କରାଯାଇଛି। ଏହି ଦୁଇ ଦିନ ସମୁଦ୍ରକୁ  ଯିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ବାରଣ କରାଯାଇଛି। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ପ୍ରଭାବ ଓ ଟ୍ରପ ଲାଇନ ଯୋଗୁ ବର୍ଷା ୫ ଦିନ ପର୍ଯ୍ୟନ୍ତ ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking