19.1 C
Bhubaneswar
Tuesday, December 9, 2025
Homeଓଡିଶା୧୯ ତାରିଖ ଯାଏଁ ବର୍ଷା

୧୯ ତାରିଖ ଯାଏଁ ବର୍ଷା

ଭୁବନେଶ୍ୱର: ଆସନ୍ତା ୧୯ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବିଭିନ୍ନ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି । ଆସନ୍ତାକାଲି ୬ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଜିଲ୍ଲାରେ ବର୍ଷିବ । ସମ୍ବଲପୁର, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାରେ ବି ବର୍ଷିବ । ଆସନ୍ତାକାଲି ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking