24.1 C
Bhubaneswar
Saturday, March 28, 2026
Homeଓଡିଶାଆଗାମୀ ୫ ଦିନ ଯାଏଁ ରାଜ୍ୟରେ ଜାରି ରହିବ ବର୍ଷା

ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ଜାରି ରହିବ ବର୍ଷା

ଭୁବନେଶ୍ୱର : ଆସନ୍ତା ୨୪ ଘଣ୍ଟାରେ ସାରା ରାଜ୍ୟରେ ଜାରି ରହିବ ପ୍ରବଳରୁ ଅତି ପ୍ରବଳ ବର୍ଷା। ଉତ୍ତର ପଶ୍ଚିମ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବାରୁ ଆହୁରି ୫ ଦିନ ଲାଗି ରହିବ ବର୍ଷା ର ପ୍ରଭାବ। ତେଣୁ ଏ ନେଇ ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ କନ୍ଧମାଳରେ ଅତି ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର। ତେବେ ମୌସୁମୀ ପ୍ରଭାବରେ ଯୋଗୁଁ ଅନୁଗୁଳ, ଢେ଼ଙ୍କାନାଳ, ନୟାଗଡ଼, କଟକ, ଗଜପତି, ରାୟଗଡ଼ା, କଳାହାଣ୍ଡି, ମାଲକାନଗିରି, କୋରାପୁଟ, ନବରଙ୍ଗପୁରରେ ପ୍ରବଳ ହେବ। ଏପରିକି ଆସନ୍ତାକାଲି ମଧ୍ୟ ଭଦ୍ରକ,କେନ୍ଦ୍ରାପଡା, ଜଗତସିଂହପୁରରେ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏପରିକି କିଛି ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ପବନ ହେବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking