23.1 C
Bhubaneswar
Wednesday, January 15, 2025
Homeଓଡିଶାଆସନ୍ତା ୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ବର୍ଷା

ଆସନ୍ତା ୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ବର୍ଷା

ଭୁବନେଶ୍ୱର : ରାଜ୍ୟରେ ବର୍ଷା ଜାରି ରହିଛି ଲଘୁଚାପ ବର୍ଷା । ଏନେଇ ସତର୍କ ସୂଚନା ମଧ୍ୟ ଜାରି କରାଯାଇଛି । ଆସନ୍ତା ୩୧ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ସେଥିପାଇଁ ପାଣିପାଗ ବିଜ୍ଞାନୀ ସଞ୍ଜୀବ ଦ୍ବିବେଦୀ ସୂଚନା ଦେଇଛନ୍ତି । ଏହାର ପ୍ରଭାବରେ ଆସନ୍ତା ୩୧ରୁ ୨ ତାରିଖ ଛତିଶଗଡ଼ରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି । ଆସନ୍ତା ୩ ତାରିଖ ପର୍ଯ୍ୟନ୍ତ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୬ ଜିଲ୍ଲା ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଯାଜପୁରକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୩୧ ତାରିଖରେ ୧୬ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଜ୍ଞାନୀ ସୂଚନା ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking