33.1 C
Bhubaneswar
Wednesday, April 1, 2026
Homeଓଡିଶା୧୮ ଯାଏଁ ଜାରି ରହିବ ବର୍ଷା

୧୮ ଯାଏଁ ଜାରି ରହିବ ବର୍ଷା

ଭୁବନେଶ୍ବର : ଘୂର୍ଣ୍ଣିବଳୟ ଆସନ୍ତା ସକ୍ରିୟ ଥିବାରୁ ୧୮ ତାରିଖ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ। କେତେକ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆଜି ବିଜୁଳି ଘଡ଼ଘଡ଼ି ସହିତ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ ଜିଲାରେ ପ୍ରବଳ ବର୍ଷା ହୋଇପାରେ। ଏହାସହିତ ୧୪ରୁ ୧୫ ତାରିଖ ଯାଏଁ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଏବଂ ସମ୍ବଲପୁର ଜିଲାରେ ବର୍ଷା ପାଇଁ ସତର୍କତା ଜାରି ହୋଇଛି।

 

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking