15.1 C
Bhubaneswar
Wednesday, January 21, 2026
Homeଓଡିଶା୬ରୁ ପୁଣି ବଢିବ ବର୍ଷା

୬ରୁ ପୁଣି ବଢିବ ବର୍ଷା

ଭୁବନେଶ୍ୱର : ଅଗଷ୍ଟ ୬ରୁ ରାଜ୍ୟରେ ବଢିବ ବର୍ଷାର ପରିମାଣ। ଆସନ୍ତା ମଙ୍ଗଳବାର ଠାରୁ ଓଡିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)। ଅପରପକ୍ଷେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ବରଗଡ, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ଦେବଗଡ, କେନ୍ଦୁଝର, ନୂଆପଡା, ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ବଲାଙ୍ଗୀର, ସୋନପୁର, ଏବଂ କଳାହାଣ୍ଡିର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ସହ ବଜ୍ରପାତ ହୋଇପାରେ। ତେବେ ରବିବାର ଏବଂ ସୋମବାର ଦିନ ବର୍ଷାର ପରିମାଣ କମ୍ ରହିବାକୁ ଥିବା ବେଳେ ଆସନ୍ତା ସପ୍ତାହରେ ରାଜ୍ୟର ଅଧିକାଂଶ ଭାଗରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। କେନ୍ଦୁଝର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡା, ଢେଙ୍କାନାଳ, ବାଲେଶ୍ବର, ମୟୂରଭଞ୍ଜ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଏବଂ ଜଗତସିଂହପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking