୨୬ରୁ ବଢିବ ବର୍ଷା

ଭୁବନେଶ୍ୱର : ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ ରହିଛି । ଏନେଇ ଅଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ୨୦ ଜିଲ୍ଲାକୁ ବିଜୁଳି, ଘଡ଼ଘଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୨୬ ତାରିଖ ଅର୍ଥାତ ବୁଧବାର ଠାରୁ ବର୍ଷାର ପରିମାଣ ବୃଦ୍ଧି ପାଇବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ସୂଚନା ଅନୁସାରେ,ଆସନ୍ତା ଦୁଇ ଦିନ ରବିବାର ଓ ସୋମବାର ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ … Continue reading ୨୬ରୁ ବଢିବ ବର୍ଷା