32.1 C
Bhubaneswar
Saturday, September 28, 2024
Homeଓଡିଶାବର୍ଷା : ୫ଟି ଜିଲ୍ଲାକୁ ୟେଲୋ ଆଲର୍ଟ

ବର୍ଷା : ୫ଟି ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର : ରାଜ୍ୟରେ ଜାରି ରହିଛି ବର୍ଷା । ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ବର୍ଷା ଲାଗି ରହିବ । ପ୍ରବଳ ବର୍ଷା ପାଇଁ ୫ଟି ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଆଲର୍ଟ କରାଯାଇଛି । ଏହି ୫ଟି ଜିଲ୍ଲା ହେଲା ସମ୍ବଲପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଏବଂ କେନ୍ଦୁଝର । ଏହି ସମସ୍ତ ଜିଲ୍ଲାରେ ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବା । ସେହିପରି ୨୯ ରୁ ୩୦ ତାରିଖରେ ବର୍ଷାର ପରିମାଣ ସାମାନ୍ୟ କରିବ ହେଲେ ପୁଣି ଅକ୍ଟୋବର ୧ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ । ସୂଚନା ଅନୁସାରେ, ବାଂଲାଦେଶ ତଥା ନିକଟକସ୍ଥ ଉତ୍ତର-ପୂର୍ବ ରାଜ୍ୟ ଗୁଡ଼ିକରେ ଏ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ରାଜ୍ୟରେ ଅକ୍ଟୋବର ୧ ରୁ ୩ ତାରିଖ ଯାଏଁ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବାର୍ଷା ହେବାର ସମ୍ଭାବନା ରହିଛି । ପ୍ରବଳ ବର୍ଷା ନେଇ ଜିଲ୍ଲାପାଳଙ୍କୁ ସତର୍କ କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking