ଆକାଶରୁ ନିଆଁ ବର୍ଷା: ଅନୁଗୁଳ ସବୁଠୁ ଉତ୍ତପ୍ତ

ଭୁବନେଶ୍ୱର: ରାଜ୍ୟରେ ଗ୍ରୀଷ୍ମପ୍ରବାହ ଦିନକୁ ଦିନ ଉଗ୍ର ହେବାରେ ଲାଗିଛି। ଭୀଷଣ ତାତିରେ ଆଜି କଲବଲ ହୋଇଛି ସାରା ରାଜ୍ୟ। ସୂର୍ଯ୍ୟ ଉଦୟ ହେବା ସହିତ ଆରମ୍ଭ ‌ହୋଇଯାଇଥିଲା ତାତିର ପ୍ରକୋପ। ଚାହୁଁଚାହୁଁ ଅପରାହ୍ନ ସୁଦ୍ଧା ଏହା ଚରମ ସୀମାରେ ଯାଇ ପହଞ୍ଚିଥିଲା। ଆଜି ୩୩ ସହରରେ ତାପମାତ୍ରା ୪୦° ଅତିକ୍ରମ କରିଥିବା ବେଳେ ସେଥିମଧ୍ୟରୁ ୧୪ଟି ସହରର ତପାମାତ୍ରା ୪୩ ଡିଗ୍ରି ପାର କରିଛି। ତିନିଟି ସହରର ତାପମାତ୍ରା ୪୪ ଡେଇଁଛି। ଏଭଳି ପ୍ରଚଣ୍ଡ ଗ୍ରୀଷ୍ମ … Continue reading ଆକାଶରୁ ନିଆଁ ବର୍ଷା: ଅନୁଗୁଳ ସବୁଠୁ ଉତ୍ତପ୍ତ