ଅକ୍ଟୋବର ପହିଲାରୁ ବଢିବ ବର୍ଷା: ଏହି ଜିଲ୍ଲାକୁ ଦିଆଗଲା ୟେଲୋ ୱାର୍ଣ୍ଣିିଂ

ଭୁବନେଶ୍ୱର: ଆଗାମୀ ୩ ରୁ ୪ ଦିନ ମଧ୍ୟରେ ଦେଶର ଉତ୍ତର-ପଶ୍ଚିମ ଭାଗର ଅନେକ ଅଂଶ ଏବଂ ପାର୍ଶ୍ୱବର୍ତୀ କେନ୍ଦ୍ରୀୟ ଅଞ୍ଚଳର କିଛି ଭାଗରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅପସାରଣ ପାଇଁ ପାଣିପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ଜାରି ରହିଛି । ଆଗାମୀ ୪ ଦିନ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ । ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହେବାର ସମ୍ଭାବନା … Continue reading ଅକ୍ଟୋବର ପହିଲାରୁ ବଢିବ ବର୍ଷା: ଏହି ଜିଲ୍ଲାକୁ ଦିଆଗଲା ୟେଲୋ ୱାର୍ଣ୍ଣିିଂ