ବର୍ଷା-ଅନୁଭବ ପାରିବାରିକ ବିବାଦ ମାମଲା: ଶେଷ ଦିନରେ ବର୍ଷାଙ୍କୁ ୪ ଘଣ୍ଟା ଜେରା

କଟକ: ଅନୁଭବ-ବର୍ଷା ବିବାହ ବିଛେଦ ମାମଲାରେ ଆଜି ବର୍ଷାଙ୍କୁ ଶେଷଥର ପାଇଁ ୪ଘଣ୍ଟା ଜେରା କରାଯାଇଛି । ଦୁଇଟି ପର୍ଯ୍ୟାୟରେ ବର୍ଷାଙ୍କୁ ୪ ଘଣ୍ଟା ଜେରା କରାଯାଇଛି । ଜୁଲାଇ ୩୧ ସୁଦ୍ଧା ବର୍ଷାଙ୍କୁ ଜେରା କରିବା ଏବଂ ୪ ସପ୍ତାହ ମଧ୍ୟରେ ଉଭୟ ପକ୍ଷ ଯୁକ୍ତି ଶେଷ କରି ଅକ୍ଟୋବର ଶେଷ ସୁଦ୍ଧା ମାମଲାର ଫଇସଲା କରିବାକୁ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ । ଫ୍ୟାମିଲି କୋର୍ଟରେ ଶୁଶାଣି ବିଳମ୍ବ ହେଉଥିବା ଦର୍ଶାଇ ହାଇକୋର୍ଟରେ ଆବେଦନ କରିଥିଲେ … Continue reading ବର୍ଷା-ଅନୁଭବ ପାରିବାରିକ ବିବାଦ ମାମଲା: ଶେଷ ଦିନରେ ବର୍ଷାଙ୍କୁ ୪ ଘଣ୍ଟା ଜେରା