ନଭେମ୍ବର ୨୩ ନୁହେଁ ୨୫ରେ ହେବ ରାଜସ୍ଥାନ ବିଧାନସଭା ନିର୍ବାଚନ

ଜୟପୁର : ବଦଳିଲା ରାଜସ୍ଥାନ ବିଧାନସଭା ନିର୍ବାଚନ ତାରିଖ। ନଭେମ୍ବର ୨୩ ନୁହେଁ ୨୫ ତାରିଖରେ ହେବ ମତଦାନ। ଏ ନେଇ ବୁଧବାର ଦିନ ନିର୍ବାଚନ କମିଶନଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କେବଳ ନିର୍ବାଚନ ତାରିଖ ପରିବର୍ତ୍ତନ କରାଯାଇଥିବାବେଳେ ଅନ୍ୟ କାର୍ଯ୍ୟକ୍ରମର ତାରିଖ ବଦଳି ନାହିଁ। ପୂର୍ବ ନିର୍ଦ୍ଧାରିତ ତାରିଖ ଅନୁସାରେ ପ୍ରାର୍ଥିପତ୍ର ଦାଖଲ କରାଯିବ। ନିର୍ବାଚନ କମିଶନଙ୍କ ପକ୍ଷରୁ ରାଜସ୍ଥାନ ବିଧାନସଭା ନିର୍ବାଚନ ତାରିଖ ଘୋଷଣା କରାଯିବା ପରେ ବିଭିନ୍ନ ରାଜନୈତିକ ଦଳ, ସାମାଜିକ … Continue reading ନଭେମ୍ବର ୨୩ ନୁହେଁ ୨୫ରେ ହେବ ରାଜସ୍ଥାନ ବିଧାନସଭା ନିର୍ବାଚନ