ଭୁବନେଶ୍ୱର : ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ୯ ରାଜ୍ୟରେ ୧୨ଟି ଆସନ ପାଇଁ ହେବ ଉପନିର୍ବାଚନ । ଓଡିଶାର ଗୋଟିଏ ଆସନ ପାଇଁ ହେବ ଉପନିର୍ବାଚନ । ମମତା ମହାନ୍ତଙ୍କ ଇସ୍ତଫା ପରେ ଖାଲି ପଡିଛି ଆସନ । ଆଜିଠୁ ଅଗଷ୍ଟ ୨୧ଯାଏଁ ନାମାଙ୍କନ ଦାଖଲ । ଅଗଷ୍ଟ ୨୧ ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ରହିଛି। ଅଗଷ୍ଟ ୨୨ରେ ପ୍ରାର୍ଥିପତ୍ର ଯାଞ୍ଚ ଏବଂ ଅଗଷ୍ଟ ୨୭ ପ୍ରାର୍ଥିପତ୍ର ପ୍ରତ୍ୟାହାର ପାଇଁ … Continue reading ରାଜ୍ୟସଭା ଉପନିର୍ବାଚନ ବିଜ୍ଞପ୍ତି
Copy and paste this URL into your WordPress site to embed
Copy and paste this code into your site to embed