28.1 C
Bhubaneswar
Wednesday, June 18, 2025
Homeଓଡିଶାରାଜ୍ୟସଭା ସାଂସଦ ରଘୁନାଥ ମହାପାତ୍ରଙ୍କ ପରଲୋକ

ରାଜ୍ୟସଭା ସାଂସଦ ରଘୁନାଥ ମହାପାତ୍ରଙ୍କ ପରଲୋକ

ଭୁବନେଶ୍ବର :  ରାଜ୍ୟସଭା ସାଂସଦ ରଘୁନାଥ ମହାପାତ୍ରଙ୍କ ପରଲୋକ ଘଟିଛି। କରୋନା ସଂକ୍ରମିତ ହୋଇ ସେ ଭୁବନେଶ୍ବର ଏମ୍ସରେ  ଚିକିତ୍ସିତ ହେଉଥିଲେ। ସାଂସଦ ତଥା ବିଶିଷ୍ଟ ଭାସ୍କର୍ଯ୍ୟ ଶିଳ୍ପୀ ରଘୁନାଥ ମହାପାତ୍ର ଥିଲେ । ଆଜି ଅପରାହ୍ନ ୩ଟା ୪୯ରେ ୭୮ବର୍ଷ ବୟସରେ ପରଲୋକ ଘଟିଛି । ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧିନ ଅବସ୍ଥାରେ ପରଲୋକ ଘଟିଛି । ଏ ନେଇ ଭୁବନେଶ୍ୱର ଏମ୍ସ ନିର୍ଦ୍ଦେଶିକାଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
କରୋନାରେ ଆକ୍ରାନ୍ତ ହୋଇ ଗତ ୨୨ରେ ଭୁବନେଶ୍ୱର ଏମ୍ସରେ ଚିକିତ୍ସିତ ହେଉଥିଲେ । ସେ ପଦ୍ମଶ୍ରୀ, ପଦ୍ମଭୁଷଣ ଓ ପଦ୍ମବିଭୂଷଣରେ ମଧ୍ୟ ସମ୍ମାନିତ ହୋଇଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking