ଅଗ୍ନିକୁ ସାକ୍ଷୀ ରଖି ପରସ୍ପରର ଜୀବନ ସାଥି ହେଲେ ରାକୁଲ୍ – ଜ୍ୟାକି

ଗୋଆ : ବିବାହ ବନ୍ଧନରେ ବାନ୍ଧିହେଲେ ବଲିଉଡ ଅଭିନେତ୍ରୀ ରାକୁଲ୍ ପ୍ରୀତ ସିଂହ-ବଲିଉଡର ପ୍ରଯୋଜକ ଜ୍ୟାକି ଭଗନାନୀ। ଗତକାଲି ଗୋଆରେ ଦୁହିଁଙ୍କ ବିବାହ ସଂପନ୍ନ ହୋଇଛି। ଉଭୟ ଦକ୍ଷିଣ ଗୋଆରେ ଥିବା ଆଇଟିସି ଗ୍ରାଣ୍ଡରେ ବିବାହ କରିଥିବା ବେଳେ ଦମ୍ପତିଙ୍କ ପରିବାର ଏବଂ ନିକଟତମ ବନ୍ଧୁମାନେ ବିବାହରେ ଯୋଗ ଦେଇଥିଲେ। ଏହି ବିବାହରେ ବଲିଉଡ କଳାକାର ଶିଳ୍ପା ଶେଟ୍ଟୀ, ଆୟୁଷ୍ମାନ ଖୁରାନା, ଅର୍ଜୁନ କପୁର, ଡେଭିଡ ଧୱନ ଉପସ୍ଥିତ ଥିବା ଦେଖାଯାଇଥିଲା।ବିବାହରେ ଯୋଗ ଦେବାକୁ ଥିବା ପରିବାର … Continue reading ଅଗ୍ନିକୁ ସାକ୍ଷୀ ରଖି ପରସ୍ପରର ଜୀବନ ସାଥି ହେଲେ ରାକୁଲ୍ – ଜ୍ୟାକି