29.1 C
Bhubaneswar
Wednesday, May 22, 2024
Homeଓଡିଶାଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ରାମାଭିଷେକ ନୀତି

ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ରାମାଭିଷେକ ନୀତି

ପୁରୀ : ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କର ରାମାଭିଷେକ ନୀତି । ଶ୍ରୀମନ୍ଦିରରେ ସମସ୍ତ ପର୍ବପର୍ବାଣି ପାଳନ କରାଯାଉଥିଲାବେଳେ ପବିତ୍ର ଶ୍ରବଣା ମକର ନକ୍ଷତ୍ରରେ ଆଜି ରାତିରେ ମହାପ୍ରଭୁଙ୍କ ରାମାଭିଷେକ ନୀତି ଅନୁଷ୍ଠିତ ହେବ । ମହାପ୍ରଭୁଙ୍କ ମଧ୍ୟାହ୍ନଧୂପ ପରେ ନକ୍ଷତ୍ର ଦିଅଁ ଭିତରକୁ ବିଜେ କରିବା ପରେ ନକ୍ଷତ୍ର ବନ୍ଦାପନା କରାଯାଇ ନକ୍ଷତ୍ର ବେଢାକୁ ଦିଅଁ ବିଜେ କରିବେ। ଏହାପରେ ଜୟବିଜୟ ଦ୍ବାରରେ ଭୋଗ ଓ ବନ୍ଦାପନା ନୀତି କରାଯିବ । ଏହି ସବୁ ରୀତିନୀତି ସରିବା ପରେ ଦିଅଁ ଦକ୍ଷିଣୀ ଘରକୁ ବିଜେ କରିବ। ସନ୍ଧ୍ୟାରେ ଅଜ୍ଞାମାଳ ପାଇଁ ଶ୍ରୀରାମ, ଶ୍ରୀ ଲକ୍ଷ୍ମଣ ଓ ଦେବୀସୀତା ପାଲିଙ୍କିଙ୍କୁ ବିଜେ କରି ଶ୍ରୀଜଗନ୍ନାଥ ବଲ୍ଲବ ମଠକୁ ବିଜେ କରିବେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking