31.1 C
Bhubaneswar
Friday, March 29, 2024
Homeଓଡିଶାବିଜେପିରୁ ଇସ୍ତଫା ଦେଲେ ରମାକାନ୍ତ

ବିଜେପିରୁ ଇସ୍ତଫା ଦେଲେ ରମାକାନ୍ତ

ଭୁବନେଶ୍ୱର: ୨୦୧୯ ନିର୍ବାଚନରେ ତିର୍ତ୍ତୋଲରୁ ବିଜେପି ପ୍ରାର୍ଥୀ ଭାବେ ଲଢିଥିବା ରମାକାନ୍ତ ଆଜି ନିଜ ସମର୍ଥକଙ୍କ ସହ ପଦ୍ମ ଶିବିରରୁ ପରିତ୍ୟାଗ କରିଛନ୍ତି । ଦଳ ତାଙ୍କୁ ଅଣଦେଖା କରୁଥିବା ଅଭିଯୋଗ ଆଣି ବିଜେପି ଛାଡିଛନ୍ତି ରମାକାନ୍ତ,ଯାହା ଜଗତସିଂହପୁର ଜିଲ୍ଲରେ ଦଳରେ ଥିବା କନ୍ଦଳକୁ ପଦାରେ ପକାଇଛି । ତିର୍ତ୍ତୋଲ ଉପନିର୍ବାଚନ ପୂର୍ବରୁ କଂଗ୍ରେସ ନେତା ରାଜକିଶୋର ବେହେରା ଦଳ ଛାଡି ବିଜେପିରେ ଯୋଗଦେବା ପରେ ରମାକାନ୍ତଙ୍କ ଶିବିର ଏହାକୁ ସହଜରେ ଗ୍ରହଣ କରି ନଥିଲା । ଏପରିକି ଦଳ ପକ୍ଷରୁ ତାଙ୍କୁ ଅଣଦେଖା କରାଯାଉଥିବା ଅଭିଯୋଗ ଆଣିଥିଲେ ରମାକାନ୍ତଙ୍କ ଗୋଷ୍ଠୀ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking