32.1 C
Bhubaneswar
Monday, May 19, 2025
Homeଓଡିଶାରାମକୃଷ୍ଣ ଦାସମହାପାତ୍ର ନିଲମ୍ବିତ

ରାମକୃଷ୍ଣ ଦାସମହାପାତ୍ର ନିଲମ୍ବିତ

ପୁରୀ: ବରିଷ୍ଠ ସେବାୟତ ରାମକୃଷ୍ଣ ଦାସମହାପାତ୍ର ନିଲମ୍ବିତ । ଦୀଘା ମନ୍ଦିର ବିବାଦ ପରେ ନିଲମ୍ବନ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଶ୍ରୀମନ୍ଦିର ଗରିମା ଓ ମର୍ଯ୍ୟଦା କ୍ଷୂର୍ଣ୍ଣ ହୋଇଥିବା ଦର୍ଶାଇ କାର୍ଯ୍ୟାନୁଷ୍ଠାନ । ୩୦ ଦିନ ପାଇଁ ମହାପ୍ରଭୁଙ୍କ ସେବା ତଥା ଶ୍ରୀମନ୍ଦିର ପ୍ରବେଶ ମନା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking