ଭିଜିଲାନ୍ସ ଜାଲରେ ରେଞ୍ଜର ରାଜେନ୍ଦ୍ର କୁମାର ସାମନ୍ତରାୟ

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ରାହାମା ବନବିଭାଗର ରେଞ୍ଜ ଅଧିକାରୀ ରାଜେନ୍ଦ୍ର କୁମାର ସାମନ୍ତରାୟଙ୍କ ଘରେ ପଶିଲା ଭିଜିଲାନ୍ସ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢାଉ କରୁଛି । ଏକକାଳୀନ ୪ଟି ସ୍ଥାନରେ ଚଢାଉ କରୁଛି ଭିଜିଲାନ୍ସ ଟିମ । ପ୍ରାଥମିକ ସୂଚନାରୁ ଯାହା ଜଣାପଡିଛି, ତାଙ୍କ ଘରୁ ବିପୁଳ ପରିମାଣର ଟଙ୍କା ସୁନାଗହଣା ଜବତ କରାଯାଇଛି । ଜଗତସିଂପୁରର ଚତରାଠାରେ ଅବସ୍ଥିତ ଆବାସିକ ତିନି ମହଲା କୋଠା, ଜଗତସିଂପୁର ଜିଲ୍ଲା ଅନ୍ତର୍ଗତ ସାମନ୍ତରାୟପୁର, … Continue reading ଭିଜିଲାନ୍ସ ଜାଲରେ ରେଞ୍ଜର ରାଜେନ୍ଦ୍ର କୁମାର ସାମନ୍ତରାୟ