26.1 C
Bhubaneswar
Friday, March 29, 2024
Homeଓଡିଶାପରଲୋକରେ ବରିଷ୍ଠ ଓଡ଼ିଆ ଚଳଚ୍ଚିତ୍ର ସଂଳାପ ଲେଖକ ରଣଜିତ୍‌ ପଟ୍ଟନାୟକ

ପରଲୋକରେ ବରିଷ୍ଠ ଓଡ଼ିଆ ଚଳଚ୍ଚିତ୍ର ସଂଳାପ ଲେଖକ ରଣଜିତ୍‌ ପଟ୍ଟନାୟକ

କଟକ  : ଆଉ ନାହାଁନ୍ତି ରଣଜିତ୍‌ ପଟ୍ଟନାୟକ। ବରିଷ୍ଠ ଓଡ଼ିଆ ଚଳଚ୍ଚିତ୍ର ସଂଳାପ ଲେଖକ ରଣଜିତ୍ ପଟ୍ଟନାୟକଙ୍କ ପରଲୋକ। କଟକସ୍ଥିତ ସିଡିଏ ୯ ନଂ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ହୋଇଥିଲା। ଶ୍ରୀଯୁକ୍ତ ପଟ୍ଟନାୟକ ବହୁ ଓଡ଼ିଆ ଫିଲ୍ମର ଲେଖିଛନ୍ତି ସଂଳାପ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking