22.1 C
Bhubaneswar
Tuesday, November 17, 2026
Homeଓଡିଶାଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲେ ଦୁଷ୍କର୍ମ ପୀଡିତା

ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲେ ଦୁଷ୍କର୍ମ ପୀଡିତା

ତେଲକୋଇ: କେନ୍ଦୁଝର ଜିଲ୍ଲା ତେଲକୋଇ ଅଞ୍ଚଳର ଜଣେ ଦୁଷ୍କର୍ମ ପୀଡିତା ଗତକାଲି ରାତିରେ କଟକ ବଡ ଡାକ୍ତରଖାନାରେ ସେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ଏଠାରେ ସୂଚନାଯୋଗ୍ୟ ଯେ, ଗତ ୧୦ ତାରିଖ ବେଣା ସାପ୍ତାହିକ ହାଟରୁ ପୀଡୀତା ଫେରୁଥିବା ବେଳେ କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା ପଡାଙ୍ଗ ପଞ୍ଚାୟତ ଅନ୍ତର୍ଗତ ଟେଣ୍ଟେଇନାଲୀ ଗ୍ରାମର ଦାଶରଥି ଜୁଆଙ୍ଗ ନାମକ ଜଣେ ବ୍ୟକ୍ତି ତାଙ୍କୁ ଦୁଷ୍କର୍ମ ଓ ହତ୍ୟା କରିଥିବା ନେଇ ଗତକାଲି ତେଲକୋଇ ଥାନାରେ ଅଭିଯୋଗ ହୋଇଥିଲା । ପୁଲିସ ଏନେଇ ଏକ ଦୁଷ୍କର୍ମ ମାମଲା ରୁଜୁ କରି ଘଟଣାର ତଦନ୍ତ କରିବାକୁ ଗତକାଲି କଟକ ବଡ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିଲା । କଟକ ସ୍ଥିତ ଏସସିବି ଡାକ୍ତରଖାନା ଟ୍ରମା କେୟାରରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କର ତାଙ୍କର ମୃତ୍ୟୁ ଘଟିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking