18.1 C
Bhubaneswar
Saturday, December 6, 2025
Homeଓଡିଶାରଥଯାତ୍ରା: ଅଂଶୁଘାତ ମୁକାବିଲା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା

ରଥଯାତ୍ରା: ଅଂଶୁଘାତ ମୁକାବିଲା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା

ପୁରୀ: ଶ୍ରୀକ୍ଷେତ୍ର ଚଳଚଞ୍ଚଳ। ଏବେ ପ୍ରବଳରୁ ଅତି ପ୍ରବଳ ଗରମ ଓ ଗୁଳୁଗୁଳି ହେଉଛି । ରଥଯାତ୍ରାରେ ହିଟ୍ ଷ୍ଟ୍ରୋକ ବା ଅଂଶୁଘାତ ମୁକାବିଲା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି ।ସବୁ CHC ଓ PHC ରେ ହିଟ୍ ଷ୍ଟ୍ରୋକ୍ ପାଇଁ FAC ବ୍ୟବସ୍ଥା କରାଯାଇଛି । ଯେଉଁ ସ୍ଥାନରେ AC ନାହିଁ ସେଠାରେ କୁଲର୍ ବ୍ୟବସ୍ଥା କରାଯାଇଛି । ସବୁ ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ORS କର୍ଣ୍ଣର୍ କରାଯାଇଛି । ପୁରୀ ମୁଖ୍ୟ ଚିକିତ୍ସାଳୟରେ ୬ ବେଡେଡ୍ ,ଉତ୍କଳ ହିନ୍ଦୀ ବିଦ୍ୟାପୀଠରେ ୬ ବେଡେଡ,ଜଗନ୍ନାଥ ବଲ୍ଲଭ ପାର୍କିଂରେ ୧୦ ବେଡେଡ୍, ଅବକାଶ ପୋଲିସ ହଲିଡେ ଠାରେ ୬ ବେଡେଡ୍, ଉତ୍ତର ଦ୍ଵାରରେ ହାଇଟେକ୍ ତରଫରୁ ୨୫ ବେଡେଡ୍ ହିଟ୍ ଷ୍ଟ୍ରୋକ୍ ପାଇଁ ବ୍ୟବସ୍ଥା କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking