15.1 C
Bhubaneswar
Saturday, December 6, 2025
Homeଓଡିଶାରାସନ କାର୍ଡ: ଫିଜିକାଲି ଭେରିଫିକେସନ ନିର୍ଦ୍ଦେଶ

ରାସନ କାର୍ଡ: ଫିଜିକାଲି ଭେରିଫିକେସନ ନିର୍ଦ୍ଦେଶ

ଭୁବନେଶ୍ୱର: ଆୟକର ଫାଇଲ କରିଥିଲେ ବି କଟିବନି ରାସନ କାର୍ଡ । ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସୂଚନା । ଫିଜିକାଲ ଭେରିଫିକେସନ କରିବେ ରାଜ୍ୟ ସରକାର । ଭେରିଫିକେସନ କରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ । ଲିଷ୍ଟ ସହ ଡୋର ଟୁ ଡୋର ବୁଲି ଭେରିଫିକେସନ କରିବେ । ଫିଜିକାଲ ଭେରିଫିକେସନ ପରେ ନିଷ୍ପତ୍ତି ନିଆଯିବ । ଗ୍ରାମାଞ୍ଚଳରେ ମାସିକ ୧୦ ହଜାର ଆୟ ଥିଲେ କଟିବ କାର୍ଡ । ସହରାଞ୍ଚଳରେ ୧୫ ହଜାର ଆୟ ଥିଲେ କାର୍ଡ କଟିବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking