17.1 C
Bhubaneswar
Tuesday, December 9, 2025
Homeଓଡିଶା୫.୭୫ ଲକ୍ଷ ମୃତକଙ୍କ ନାଁରେ ରାସନକାର୍ଡ: ମନ୍ତ୍ରୀ

୫.୭୫ ଲକ୍ଷ ମୃତକଙ୍କ ନାଁରେ ରାସନକାର୍ଡ: ମନ୍ତ୍ରୀ

ଭୁବନେଶ୍ୱର: ରାସନକାର୍ଡ ଇ-କେୱାଇସି ପରେ ଧରାପଡିଲା ସାଙ୍ଘାତିକ ତଥ୍ୟ । ୫ ଲକ୍ଷ ୭୫ ହଜାର ମୃତକଙ୍କ ନାଁରେ ରାସନ କାର୍ଡ ଥିବା ସ୍ପଷ୍ଟ  ହୋଇଛି । ୧ ଲକ୍ଷ ୫ ହଜାର ଆୟକରଦାତା କାର୍ଡ ଫେରାଇଛନ୍ତି । ୬ଲକ୍ଷ ଗରିବ ଲୋକ କାର୍ଡ ପାଇଲେ । ରାସନ କାର୍ଡ ଆବେଦନ କରି ଅପେକ୍ଷାରେ ୧୪ ଲକ୍ଷ ଲୋକ ରହିଛନ୍ତି । ଧନୀ ଲୋକ କାର୍ଡ ପାଇଥିଲେ କାଟିବାକୁ ଅଫିସରଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଅନ୍ତ୍ୟୋଦୟ କାର୍ଡ ମଧ୍ୟ ଅନେକ ଧନୀ ଲୋକ ହାତେଇଛନ୍ତି ।  ଏନେଇ ଖାଦ୍ୟ ଯୋଗାଣମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking