15.1 C
Bhubaneswar
Thursday, January 15, 2026
Homeଓଡିଶାକାଲି ଠାରୁ ୪ ଦିନ ବନ୍ଦ ରହିବ ରତ୍ନ ଭଣ୍ଡାର ମରାମତି କାମ

କାଲି ଠାରୁ ୪ ଦିନ ବନ୍ଦ ରହିବ ରତ୍ନ ଭଣ୍ଡାର ମରାମତି କାମ

ପୁରୀ: ଆସନ୍ତାକାଲି ଅର୍ଥାତ୍ ୨୧ ତାରିଖ ସୋମବାର ଠାରୁ ୪ ଦିନ ଧରି ବନ୍ଦ ରହିବ ଶ୍ରୀମନ୍ଦିର ରତ୍ନ ଭଣ୍ଡାର ମରାମତି କାମ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନା ମୁତାବକ, ୨୧ ତାରିଖ ସୋମବାର ପଇତାଲାଗି, ମଙ୍ଗଳବାର ରାମାଭିଷେକ, ବୁଧବାର ବନକଲାଗି ଏବଂ ଗୁରୁବାର ଗୁରୁତ୍ବପୂର୍ଣ୍ଣ ନୀତି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବାକୁ ଥିବା କାରଣରୁ ରତ୍ନଭଣ୍ଡାର ମରାମତି ଏବଂ ସଂରକ୍ଷଣ କାର୍ଯ୍ୟ ବନ୍ଦ ରହିବ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking