28.1 C
Bhubaneswar
Wednesday, May 28, 2025
Homeଓଡିଶାମରାମତି ହେବ ରତ୍ନ ପଲଙ୍କ

ମରାମତି ହେବ ରତ୍ନ ପଲଙ୍କ

ପୁରୀ: ମରାମତି ହେବ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରତ୍ନ ପଲଙ୍କ । ଗୁରୁତ୍ୱପୂର୍ଣ୍ଣ ମିଟିଂ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସନଙ୍କ ସୂଚନା । ସିଂହଦ୍ୱାର ରୂପା ଛାଉଣୀ କରିବାକୁ ମଧ୍ୟ ବୈଠକରେ ନିଷ୍ପତ୍ତି । ଉଭୟ କାର୍ଯ୍ୟ ରଥଯାତ୍ରା ଅବଧି ମଧ୍ୟରେ ସାରିବାକୁ ନିଷ୍ପତ୍ତି ନିଆଯାଇଛି । ରୁପା ଛାଉଣୀ ପାଇଁ ଆବଶ୍ୟକ ରୁପା ଦାତା ଯୋଗାଇ ଦେବେ । କେତେ ରଚପା ଲାଗିବ ଜଣାଇବା ପରେ ଦାତା ଦେବେ । ସେ ସମୟରେ ଉତ୍ତର ଦ୍ୱାର ଦେଇ ପ୍ରବେଶ ବ୍ୟବସ୍ଥା ହେବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking