21.1 C
Bhubaneswar
Tuesday, December 23, 2025
Homeଓଡିଶାରତ୍ନଭଣ୍ଡାର: ଏଏସଆଇ ପକ୍ଷରୁ ସତ୍ୟପାଠ ଦାଖଲ

ରତ୍ନଭଣ୍ଡାର: ଏଏସଆଇ ପକ୍ଷରୁ ସତ୍ୟପାଠ ଦାଖଲ

ଭୁବନେଶ୍ୱର: ରତ୍ନଭଣ୍ଡାର ମରାମତି ଏବଂ ଗଣତି ମଣତି ସମ୍ପର୍କିତ ଜନସ୍ୱାର୍ଥ ମାମଲା । ଏଏସଆଇ ପକ୍ଷରୁ ହାଇକୋର୍ଟରେ ଦାଖଲ କରାଗଲା ସତ୍ୟପାଠ । ରତ୍ନଭଣ୍ଡାର ମରାମତି କାମ ଶେଷ ହୋଇଥିବା ସତ୍ୟପାଠରେ ଉଲ୍ଲେଖ କରାଯାଇଛି । ମରାମତି ପରେ ମନ୍ଦିର ପ୍ରଶାସନକୁ ହସ୍ତାନ୍ତର କରାଯାଇଛି । ଗଣତି ମଣତି ପାଇଁ ଏସଓପି ପ୍ରସ୍ତିତ ହେଉଛି, ଖୁବ ଶୀଘ୍ର ପ୍ରକ୍ରିୟା ଆରମ୍ଭ ହେବ । ଏନେଇ କୋର୍ଟକୁ ଅବଗତ କଲେ ଆଡ୍‌ଭୋକେଟ୍ ଜେନେରାଲ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking