19.1 C
Bhubaneswar
Monday, February 2, 2026
Homeଓଡିଶାରତ୍ନଭଣ୍ଡାର ମାମଲା: ପକ୍ଷ ରଖିଲା ପ୍ରଶାସନ

ରତ୍ନଭଣ୍ଡାର ମାମଲା: ପକ୍ଷ ରଖିଲା ପ୍ରଶାସନ

କଟକ: ରତ୍ନଭଣ୍ଡାର ସମ୍ପର୍କିତ ମାମଲା । ହାଇକୋର୍ଟରେ ପକ୍ଷ ରଖିଲା ମନ୍ଦିର ପ୍ରଶାସନ । ମନ୍ଦିର ପ୍ରଶାସନ କହିଛି ରତ୍ନ ଗଣତି ମଣତି ପାଇଁ ଏସଓପି ପ୍ରସ୍ତୁତ ହୋଇ ସାରିଛି । ରାଜ୍ୟ ସରକାରଙ୍କ ଅନୁମୋଦନ ମିଳିଲେ ହେବ ଗଣତି ମଣତି । ୧୯୭୮ ମସିହା ଗଣତି ମୁତାବକ ରତ୍ନ ଅଛିକି ନାହିଁ, ତାହା ଉପରେ ସ୍ପଷ୍ଟ ସୂଚନା ଲୋଡିଲେ ଆବେଦନକାରୀ । ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ଉଦ୍‌ବେଗ ପ୍ରକାଶ କଲେ ହାଇକୋର୍ଟ । ଆଭିମୁଖ୍ୟ ସ୍ପଷ୍ଟ କରିବାକୁ ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ କହିଲେ କୋର୍ଟ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking