16.1 C
Bhubaneswar
Monday, February 9, 2026
Homeଓଡିଶାରତ୍ନଭଣ୍ଡାର କମିସନଙ୍କ ରିପୋର୍ଟ: ସ୍ପଷ୍ଟୀକରଣ ରଖିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ରତ୍ନଭଣ୍ଡାର କମିସନଙ୍କ ରିପୋର୍ଟ: ସ୍ପଷ୍ଟୀକରଣ ରଖିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ଶ୍ରୀମନ୍ଦିର ରତ୍ନଭଣ୍ଡାର କମିସନଙ୍କ ରିପୋର୍ଟ ସାର୍ବଜନୀନ ହେବ କି ନାହିଁ ଏବେବି ଦ୍ଵନ୍ଦ ଜାରି ରହିଛି। ଓଡ଼ିଶା ହାଇକୋର୍ଟରେ ହୋଇଥିବା ଜନସ୍ୱାର୍ଥ ମାମଲାର ଆଜି ଶୁଣାଣି ହୋଇଛି। ରାଜ୍ୟ ସରକାର ଦେଇଥିବା ଦୁଇଟି ସତ୍ୟପାଠରେ ରିପୋର୍ଟ ସାର୍ବଜନୀନ ହେବ କି ନାହିଁ ସେନେଇ ଭିନ୍ନଭିନ୍ନ ତଥ୍ୟ ରହିଛି। ତେଣୁ ଏହା ଉପରେ ସ୍ପଷ୍ଟୀକରଣ ରଖିବାକୁ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking