30.1 C
Bhubaneswar
Thursday, February 12, 2026
Homeଓଡିଶା୩ ମାସରେ ଗଣତି ମଣତି ସାର: ହାଇକୋର୍ଟ

୩ ମାସରେ ଗଣତି ମଣତି ସାର: ହାଇକୋର୍ଟ

ଭୁବନେଶ୍ୱର: ରତ୍ନଭଣ୍ଡାର ଗଣତି ମଣତି ପ୍ରସଙ୍ଗରେ ହାଇକୋର୍ଟଙ୍କ ନିର୍ଦ୍ଦେଶ । ୩ ମାସ ମଧ୍ୟରେ ଗଣତି ମଣତି କାର୍ଯ୍ୟ ସମ୍ପୁର୍ଣ୍ଣ କରିବାକୁ ନିର୍ଦ୍ଦେଶ ଦଇଛନ୍ତି ହାଇକୋର୍ଟ । ଆସନ୍ତା ବିଧାନସଭା ଅଧିବେଶନରେ ରିପୋର୍ଟ ଉପସ୍ଥାପନ ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି । ଜଷ୍ଟିସ ରଘୁବୀର ଦାସ କମିଶନଙ୍କ ରିପୋର୍ଟ ଉପସ୍ଥାପନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking