27.1 C
Bhubaneswar
Friday, June 28, 2024
Homeଓଡିଶାଜୁଲାଇ ୮ରେ ଖୋଲିବ ରତ୍ନଭଣ୍ଡାର

ଜୁଲାଇ ୮ରେ ଖୋଲିବ ରତ୍ନଭଣ୍ଡାର

ପୁରୀ : ସବୁ ଅପେକ୍ଷାର ଅନ୍ତଃ ଘଟିବ । ଓଡ଼ିଶାବାସୀଙ୍କ ଦାବି ପୂରଣ ହେବ । ଆସନ୍ତା ୮ ତାରିଖ ଦିନ ରତ୍ନଭଣ୍ଡାର ଖୋଲିବ । ଜୁଲାଇ ୭ ତାରିଖ ଦିନ ହେଉଛି ରଥଯାତ୍ରା । ଆଉ ତହିଁ ପରଦିନ ରତ୍ନଭଣ୍ଡାର ଖୋଲାଯିବ । ରତ୍ନଭଣ୍ଡାର ଖୋଲିବା ପାଇଁ ସ୍ୱତନ୍ତ୍ର ଟିମ ଗଠିତ । ରତ୍ନଭଣ୍ଡାରର ସ୍ଥିତି ଅନୁଧ୍ୟାନ ଓ ଯାଞ୍ଚ କରିବେ ସ୍ୱତନ୍ତ୍ର ଟିମ୍ । ପ୍ରକାଶ ଯେ ରତ୍ନଭଣ୍ଡାର ବାହାର ପାଶ୍ୱର୍ କାନ୍ଥର ଲେଜର ସ୍କାନି କରାଯାଇଛି । ଅନୁଧ୍ୟାନ ପରେ ରତ୍ନଭଣ୍ଡାର ମରାମତି କରାଯିବ । ଏନେଇ ଏଏସଆଇ ସୁପରିଟେଣ୍ଡେଣ୍ଟ ଡଃ ବି ବି ଗଡ଼ନାୟକ ସୂଚନା ଦେଇଛନ୍ତି ।

ଅନ୍ତର୍ଜାତୀୟ ଯୋଗ ଦିବସ : କଣ ରହିଛି ଏହାର ଲକ୍ଷ୍ୟ ?

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking