40.1 C
Bhubaneswar
Thursday, April 25, 2024
Homeଓଡିଶାରାୟଗଡ଼ା ଜିଲ୍ଲା ୭୨ ଘଣ୍ଟା ସଟ୍ ଡାଉନ୍

ରାୟଗଡ଼ା ଜିଲ୍ଲା ୭୨ ଘଣ୍ଟା ସଟ୍ ଡାଉନ୍

ଭୁବନେଶ୍ଵର: ରାୟଗଡ଼ା ଜିଲ୍ଲା ୭୨ଘଣ୍ଟା ପାଇଁ ସଟଡାଉନ ରହିବ । ସଟଡ଼ାଉନ ରଖିବା ନେଇ ଘୋଷଣା କରିଛନ୍ତି ଜିଲ୍ଳାପାଳ । ଆସନ୍ତାକାଲିଠାରୁ ମଙ୍ଗଳବାର ଯାଏଁ ସଟଡାଉନ ରହିବ । ଆଜି ଜିଲ୍ଲାରୁ ୧୬୪ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ଏହିପରି ପଦକ୍ଷେପ ଗ୍ରହଣ କରାଯାଇଛି । ଏହାସହ ଜିଲ୍ଳା ମୁଖ୍ୟ ଚିକିତ୍ସାଳୟକୁ ୪୮ଘଣ୍ଟା ମଧ୍ୟ ବନ୍ଦ ରଖାଯିବ । କେବଳ ଜରୁରୀ ସେବା ଓ କାଜୁଆଲଟି ଖୋଲା ରହିବ ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking