16.1 C
Bhubaneswar
Sunday, December 7, 2025
Homeଓଡିଶାବିପଦର ମୁକାବିଲା ପାଇଁ ପ୍ରସ୍ତୁତ: ଆଇନ ମନ୍ତ୍ରୀ

ବିପଦର ମୁକାବିଲା ପାଇଁ ପ୍ରସ୍ତୁତ: ଆଇନ ମନ୍ତ୍ରୀ

ଭୁବନେଶ୍ୱର: ଦିଲ୍ଲୀରେ ବିସ୍ଫୋରଣ ପରେ ଓଡିଶାରେ ହାଇ ଆଲର୍ଟ କରାଯାଇଛି । ପୋଲିସ ବିଭାଗ ସହ ଆଲୋଚନା କରି ସବୁ ସ୍ଥାନରେ ସୁରକ୍ଷା  କଡାକଡି କରାଯାଇଛି ।  ଶ୍ରୀମନ୍ଦିର ପାଇଁ ସ୍ୱତନ୍ତ୍ର ବାବରେ ସୁରକ୍ଷାକୁ ଅଧିକ ମାତ୍ରାରେ ବୃଦ୍ଧି କରାଯାଇଛି ।ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଏଥିସହିତ ରାଜ୍ୟର ସମସ୍ତ ରେଲୱେ ଷ୍ଟେସନ, ବିମାନ ବନ୍ଦରରେ ମଧ୍ୟ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ସମସ୍ତ ପର୍ଯ୍ୟଟନସ୍ଥଳୀ ଏବଂ ସ୍ଥପତି ନିକଟରେ ମଧ୍ୟ ସୁରକ୍ଷା ବଢାଯିବ । ସ୍ଥାନୀୟ ଜିଲ୍ଲା ପ୍ରଶାସନକୁ ଚେକିଂ ଜୋରଦାର କରିବାକୁ ନିର୍ଦ୍ଦେଶ ଦିଆଯାଇଛିି । ଓଡିଶା ଉପରେ ବିପଦ ନାହିଁ, ଆମେମାନେ ସୁରକ୍ଷିତ ଅଛୁ । ସମସ୍ତ ବିପଦର ମୁକାବିଲା ପାଇଁ  ପ୍ରସ୍ତୁତ ଅଛୁ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking