15.1 C
Bhubaneswar
Tuesday, January 13, 2026
Homeଓଡିଶାଶହେ ଥର ଇସ୍ତଫା ଦେବାକୁ ପ୍ରସ୍ତୁତ: ପ୍ରଭାତୀ

ଶହେ ଥର ଇସ୍ତଫା ଦେବାକୁ ପ୍ରସ୍ତୁତ: ପ୍ରଭାତୀ

ଭୁବନେଶ୍ୱର: ବଳଙ୍ଗା ପୀଡିତାଙ୍କ ମୃତ୍ୟୁରେ  ଇସ୍ତଫା ଦାବିକୁ ନେଇ ପ୍ରଭାତୀ ପରିଡା ପ୍ରତିକ୍ରିୟା ରଖିଛନ୍ତି । ମୋ ଇସ୍ତଫାରେ ଯଦି ବଳଙ୍ଗା ପୀଡିତାଙ୍କ ଜୀବନ ଫେରିପାଇବ ତାହାହେଲେ ପ୍ରସ୍ତୁତ ।  ମୁଁ ଶହେ ଥର ଇସ୍ତଫା ଦେବାକୁ ପ୍ରସ୍ତୁତ ବୋଲି କହିଲେ ପ୍ରଭାତୀ । ମାତ୍ର ମୃତକଙ୍କ ପରିବାରକୁ ନେଇ ରାଜନୀତିକୁ ପସନ୍ଦ କରେ ନାହିାଁ

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking