30.1 C
Bhubaneswar
Friday, April 26, 2024
Homeଓଡିଶାଖୁସି ଖବର: ରାଜ୍ୟରେ ଆଜି ୨୭୭୨ ଆକ୍ରାନ୍ତ ସୁସ୍ଥ

ଖୁସି ଖବର: ରାଜ୍ୟରେ ଆଜି ୨୭୭୨ ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୨୭୭୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୨,୩୮,୫୩୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ କଟକ ଜିଲ୍ଲାରୁ ଆଜି ୨୦୨ ଜଣ, ପୁରୀ ଜିଲ୍ଲାରୁ ୧୮୫ ଜଣ, ଅନୁଗୁଳ ଜିଲ୍ଲାରୁ ୧୮୨ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୫୦ ଜଣ, ନୂଆପଡ଼ା ଜିଲ୍ଲାରୁ ୧୪୨ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦୬ ଜଣ, ବାଲେଶ୍ୱର ଜିଲ୍ଲାରୁ ୯୪ ଜଣ, ଯାଜପୁର ଜିଲ୍ଲାରୁ ୯୧ ଜଣ, କଳାହାଣ୍ଡି ଜିଲ୍ଲାରୁ ୭୮ ଜଣ ଓ ବଲାଙ୍ଗୀର ଜିଲ୍ଲାରୁ ୭୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ବରଗଡ଼ ଜିଲ୍ଲାରୁ ୭୩ ଜଣ, କେନ୍ଦୁଝର ଜିଲ୍ଲାରୁ ୭୨ ଜଣ, ମୟୂରଭଂଜ ଜିଲ୍ଲାରୁ ୬୮ ଜଣ, ମାଲକାନଗିରି ଜିଲ୍ଲାରୁ ୬୭ ଜଣ, ଜଗତସିଂହପୁର ଜିଲ୍ଲାରୁ ୬୫ ଜଣ, ନବରଂଗପୁର ଜିଲ୍ଲାରୁ ୬୨ ଜଣ, ସୁବର୍ଣ୍ଣପୁର ଜିଲ୍ଲାରୁ ୫୯ ଜଣ, ନୟାଗଡ଼ ଜିଲ୍ଲାରୁ ୫୫ ଜଣ, ରାୟଗଡ଼ା ଜିଲ୍ଲାରୁ ୫୪ ଜଣ, କୋରାପୁଟ ଜିଲ୍ଲାରୁ ୫୧ ଜଣ, କନ୍ଧମାଳ ଜିଲ୍ଲାରୁ ୪୩ ଜଣ, ଭଦ୍ରକ ଜିଲ୍ଲାରୁ ୩୩ ଜଣ, ଗଂଜାମ ଜିଲ୍ଲାରୁ ୩୧ ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୭ ଜଣ, ବୌଦ୍ଧ ଜିଲ୍ଲାରୁ ୧୮ ଜଣ ଓ ରାଜ୍ୟ ପୁଲରୁ ୮୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking