32.1 C
Bhubaneswar
Thursday, May 9, 2024
Homeଓଡିଶାକଟକ, ଭୁବନେଶ୍ୱରକୁ ରେଡ୍ ଆଲର୍ଟ

କଟକ, ଭୁବନେଶ୍ୱରକୁ ରେଡ୍ ଆଲର୍ଟ

ଭୁବନେଶ୍ୱର : ଅସହ୍ୟ ତାତିରେ ଛଟପଟ୍ ରାଜ୍ୟବାସୀ। ସାଢେ ୧୧ଟା ସୁଦ୍ଧା ଭୁବନେଶ୍ୱର ତାପମାତ୍ରା ୪୧ ଡିଗ୍ରୀ ଟପିଛି। ଆଜି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ପାଇଁ ଟ୍ୱିନ୍ ସିଟିକୁ ରେଡ୍ ଆଲର୍ଟ ଜାରି କରାଯାଇଛି। କଟକ ଓ ଭୁବନେଶ୍ୱରକୁ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ପାଇଁ ପାଣିପାଗ ବିଭାଗ ପକ୍ଷରୁ ରେଡ୍ ଆଲର୍ଟ ଜାରି କରାଯାଇଛି।

ପ୍ରବଳ ଖରା : ଦିନ ସାଢେ ୧୧ଟାରେ ରାଜଧାନୀର ତାପମାତ୍ରା ୪୧ ଡିଗ୍ରୀ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking