15.1 C
Bhubaneswar
Saturday, December 13, 2025
Homeଓଡିଶାଦକ୍ଷିଣ ଓଡିଶା ଜିଲ୍ଲାକୁ ରେଡ ଆଲର୍ଟ: ମନ୍ତ୍ରୀ

ଦକ୍ଷିଣ ଓଡିଶା ଜିଲ୍ଲାକୁ ରେଡ ଆଲର୍ଟ: ମନ୍ତ୍ରୀ

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ଓ ଲଘୁଚାପଜନିତ ବର୍ଷା ନେଇ ଆଲର୍ଟରେ ପ୍ରଶାସନ । ଏନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି । କହିଛନ୍ତି, ସବୁ ସ୍ଥିତିର ମୁକାବିଲା ପାଇଁ  ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି । ସମସ୍ତ ଜିଲ୍ଲା ପ୍ରଶାସନକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ବାତ୍ୟା ନେଇ ଆମେରିକାର ଏକ ସଂସ୍ଥା ଆକଳନ କରୁଛି ।  କିନ୍ତୁ ଭାରତୀୟ ପାଣିପାଗ ସଂସ୍ଥା ଏଯାଏଁ କେବଳ ବର୍ଷା ଆକଳନ କରିଛି । ରିପୋର୍ଟ ଅନୁଯାୟୀ ଦକ୍ଷିଣ ଓଡିଶାରେ ଅଧିକ ବର୍ଷା ହେବା ସମ୍ଭାବନା ରହିଛି । ଦକ୍ଷିଣ ଓଡିଶାରେ ରେଡ ଓ ଉପକୂଳରେ ଅରେଞ୍ଜ ଆଲର୍ଟ ରହିଛି ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking