21.1 C
Bhubaneswar
Saturday, December 6, 2025
Homeଓଡିଶାପ୍ରବଳ ବର୍ଷା ନେଇ ଓଡ଼ିଶାକୁ ରେଡ୍ ଆଲର୍ଟ

ପ୍ରବଳ ବର୍ଷା ନେଇ ଓଡ଼ିଶାକୁ ରେଡ୍ ଆଲର୍ଟ

ଭୁବନେଶ୍ୱର: ଓଡ଼ିଶାକୁ ରେଡ୍ ଆଲର୍ଟ । ପ୍ରବଳ ବର୍ଷା ନେଇ ଓଡିଶାକୁ ସତର୍କ କରାଇଲା ପାଣିପାଗ ବିଭାଗ । ପୂର୍ବ ଓ ପଶ୍ଚିମ ଭାଗରେ ସକ୍ରିୟ ଦୁଇଟି ଲଘୁଚାପ ପାଇଁ ଦେଶର ୫ଟି ରାଜ୍ୟକୁ ରେଡ୍ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଓଡ଼ିଶା ସମେତ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ଆସାମ ଓ ମେଘାଳୟକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ସେପଟେ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ପଶ୍ଚିମଉତ୍ତର ପଶ୍ଚିମ ଦିଗରେ ଗତି କରୁଛି । ଆଜି ସକାଳୁ ଆହୁରି ଘନୀଭୂତ ହୋଇ ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି ।  ଏହା ପ୍ରଭାବରେ ସାରା ଓଡ଼ିଶାରେ ବର୍ଷା ଲାଗି ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking