26.1 C
Bhubaneswar
Friday, March 29, 2024
Homeଓଡିଶା୯ ଜିଲ୍ଲାକୁ ରେଡ଼ ଆଲର୍ଟ ଜାରି

୯ ଜିଲ୍ଲାକୁ ରେଡ଼ ଆଲର୍ଟ ଜାରି

ଭୁବନେଶ୍ୱର : ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବର୍ତ୍ତମାନ ୱେଲମାର୍କ ଲୋ ପ୍ରେସରରେ ପରିଣତ ହୋଇଛି । ଏହାସହ ଅଧିକ ଘନିଭୂତ ହେବାରେ ଲାଗିଛି । ଏହାର ପ୍ରଭାବରେ ରାଜ୍ୟରେ କେତେକ ଜିଲ୍ଲାରେ ବର୍ଷା ମଧ୍ୟ ଜାରି ରହିଛି । କିନ୍ତୁ ୨୬ ଓ ୨୭ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୯ଜିଲ୍ଲାକୁ ରେଡ଼ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ୯ ଜିଲ୍ଲାଗୁଡ଼ିକ ମଧ୍ୟରେ ସମ୍ବଲପୁର, ସୋନପୁର, ଝାରସୁଗୁଡ଼ା, ବରଗଡ଼, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି, ସୁନ୍ଦରଗଡ଼ ଓ ଦେଓଗଡ଼ ଜିଲ୍ଲା ରହିଛି । ବର୍ତମାନ ଗୋଟିଏ ପଟେ ରାଜ୍ୟରେ କରୋନା ତାଣ୍ଡବ ରଚାଇଥିବା ବେଳେ ଅନ୍ୟପଟେ ଲଘୁଚାପ ଜନିତ ବର୍ଷା ଚାଷୀ କୂଳକୁ ହତ ସନ୍ତ କରୁଛି  । ଶ୍ରାବଣ ମାସରେ ବର୍ଷା ନ ହୋଇ ଭାଦ୍ରବ ମାସରେ ଧୁମ ଛେଚୁଛି  ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking