29.1 C
Bhubaneswar
Sunday, May 12, 2024
Homeଓଡିଶା୮ ଜିଲ୍ଲାକୁ ରେଡ୍‌ ଓ୍ବାର୍ନିଂ ଜାରି

୮ ଜିଲ୍ଲାକୁ ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର : ତତଲା କଡେଇରେ ଭାଜି ହେଉଛି ସାରା ଓଡ଼ିଶା। ପଶ୍ଚିମା ଓ ଉତ୍ତର-ପଶ୍ଚିମା ଶୁଷ୍କ ବାୟୁ ପ୍ରବାହ ଯୋଗୁ ରାଜ୍ୟରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆସନ୍ତା ୪ଦିନ ରାଜ୍ୟରେ ତାତିରୁ ନିସ୍ତାର ନାହିଁ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଭୀଷଣ ଗରମ ନେଇ ୮ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, କଟକ, ଯାଜପୁର, ଖୋର୍ଦ୍ଧା, ମୟୁରଭଞ୍ଜ ଏବଂ କେନ୍ଦୁଝର ଜିଲାରେ ସୋମବାର ସୁଦ୍ଧା ଭୀଷଣ ଗରମ ହେବା ନେଇ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking