୩ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସକ୍ରିୟ ରହିଛି। ଏହା ୨ ଦିନରେ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। ଏହା ପ୍ରଭାବରେ ୧ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ପାଗ କେନ୍ଦ୍ର। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ମାଲକାନଗିରି, କୋରାପୁଟ ଓ … Continue reading ୩ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ