32.1 C
Bhubaneswar
Wednesday, June 4, 2025
Homeଓଡିଶାବର୍ଷା ନେଇ ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ବର୍ଷା ନେଇ ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ପ୍ରବଳ ବର୍ଷା ନେଇ ଆଲର୍ଟ କଲା ପାଣିପାଗ ବିଭାଗ । ଆଗାମୀ ୨ରୁ ୩ ଘଣ୍ଟାରେ ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଜିଲ୍ଲାଗୁଡିକ ହେଉଛି କୋରାପୁଟ, କଟକ, ଖୋର୍ଦ୍ଧା, ନୟାଗଡ, ଜୟପୁର, ବାଲେଶ୍ବର, ଗଞ୍ଜାମ । ଏସବୁ ଜିଲ୍ଲାକୁ କୁଆପଥର ମାଡ ସହ କାଳବୈଶାଖୀ ବର୍ଷା ହୋଇପାରେ । ଏହା ସହ ଘଣ୍ଟାକୁ ୬୦ରୁ ୭୦ କିମି ବେଗରେ ପବନ ବହିବା ନେଇ ସୂଚନା ରହିଛି । ରାଜ୍ୟର ୧୮ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ମଧ୍ୟ ଜାରି ହୋଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking