31.1 C
Bhubaneswar
Sunday, May 19, 2024
Homeଓଡିଶାବାତ୍ୟା ପାଇଁ ୭ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ବାତ୍ୟା ପାଇଁ ୭ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ଗୁଲାବ’ ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଜାରି ରହିଛି । ‘ଗୁଲାବ’ ପାଇଁ ୭ ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ବାତ୍ୟା ପ୍ରଭାବରେ ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ୭ଟି ଜିଲ୍ଲାକୁ ରେଡ୍, ୪ଟି ଜିଲ୍ଲାକୁ ଅରେଞ୍ଜ ଓ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଗଞ୍ଜାମ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, ମାଲକାନଗିରି ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ପୁରୀ, ଖୋର୍ଦ୍ଧା, ନୟାଗଡ଼, କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking