34.1 C
Bhubaneswar
Thursday, April 25, 2024
Homeଦେଶ ବିଦେଶକମିଲା ପେଟ୍ରୋଲ ଓ ଡିଜେଲ ଦର

କମିଲା ପେଟ୍ରୋଲ ଓ ଡିଜେଲ ଦର

ନୂଆଦିଲ୍ଲୀ : ପେଟ୍ରୋଲ ଓ ଡିଜେଲ ଦର କୁ ନେଇ କେନ୍ଦ୍ର ସରକାର ଙ୍କ ନିଷ୍ପତ୍ତି । ପେଟ୍ରୋଲ ଡିଜେଲ ରୁ ଏକସାଇଜ ଡ୍ୟୁଟି କମାଇବାକୁ ନିଷ୍ପତ୍ତି । ପେଟ୍ରୋଲ ଉପରୁ ଲିଟର ପିଛା ୮ ଟଙ୍କା କମାଇବାକୁ ନିଷ୍ପତ୍ତି । ଡିଜେଲ ଉପରୁ ୬ ଟଙ୍କା କମାଇବାକୁ ନିଷ୍ପତ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking