25.1 C
Bhubaneswar
Wednesday, March 25, 2026
Homeଦେଶ ବିଦେଶ୩ ଦିନ ସମୁଦ୍ରରେ ଗାଧୋଇବା ମନା

୩ ଦିନ ସମୁଦ୍ରରେ ଗାଧୋଇବା ମନା

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ନେଇ ୩ ଦିନ ସମୁଦ୍ରରେ ଗାଧୋଇବାକୁ ମନା କରାଯାଇଛି । ୨୭, ୨୮, ୨୯ ତାରିଖରେ ସମୁଦ୍ର ସ୍ନାନ ଉପରେ କଟକଣା ଲଗାଯାଇଛି । ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ପୁରୀ ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ଅମାନିଆ ହୋଇ ସମୁଦ୍ରରେ ସ୍ନାନ କଲେ କଡା କାର୍ଯନୁଷ୍ଠାନ ନିଆଯିବ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking