26.1 C
Bhubaneswar
Wednesday, February 11, 2026
Homeଦେଶ ବିଦେଶରାଜଧାନୀରେ ବାଣଫୁଟା ମନା

ରାଜଧାନୀରେ ବାଣଫୁଟା ମନା

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀ ଏନ୍‌ସିଆର୍‌ରେ ବାଣ ପ୍ରସ୍ତୁତି ସହ ବିକ୍ରି ଓ ଫୁଟାଇବା ମନା। ୨୦୨୫ ଜାନୁଆରୀ ୧ ଯାଏ କଟକଣା ଜାରି କରିଛନ୍ତି ସରକାର। ଅନ୍‌ଲାଇନ୍‌ ବିକ୍ରି ଉପରେ ମଧ୍ୟ କଟକଣା ଲଗାଇଛନ୍ତି ସରକାର। ଦିଲ୍ଲୀରେ ବାୟୁ ପ୍ରଦୂଷଣ ବଢୁଥିବାରୁ ସରକାରଙ୍କ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking