24.1 C
Bhubaneswar
Friday, February 13, 2026
Homeଓଡିଶାଆଗୁଆ ହେବ ସ୍ନାତକ, ସ୍ନାତକୋତ୍ତର ନାମଲେଖା

ଆଗୁଆ ହେବ ସ୍ନାତକ, ସ୍ନାତକୋତ୍ତର ନାମଲେଖା

ଭୁବନେଶ୍ୱର: ୨୦୨୬-୨୭ ବର୍ଷ ପାଇଁ ଆଗୁଆ ହେବ ସ୍ନାତକ ଓ ସ୍ନାତକୋତ୍ତର ନାମଲେଖା । ଜୁଲାଇ ୧୦ରୁ ଶିକ୍ଷାଦାନ ଆରମ୍ଭ କରିବାକୁ ଉଚ୍ଚଶିକ୍ଷା ବିଭାଗ ଯୋଜନା କରିଛି । ଏପ୍ରିଲ ୩୦ ସୁଦ୍ଧା ପରୀକ୍ଷା ଓ ଜୁନ ୧ ସୁଦ୍ଧା ରେଜଲ୍ଟ ପ୍ରକାଶ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ସବୁ ବିଶ୍ୱ ବିଦ୍ୟାଳୟ ରେଜିଷ୍ଟ୍ରାର ଓ କଲେଜ ଅଧ୍ୟକ୍ଷଙ୍କୁ ବିଭାଗ ପକ୍ଷରୁ ଚିଠି ଦିଆଯାଇଛି । ଏହା ଦ୍ୱାରା ବିଭିନ୍ନ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ପାଇଁ ଓଡିଶା ପିଲା ଆବେଦନ କରିପାରିବେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking