15.1 C
Bhubaneswar
Saturday, December 6, 2025
Homeଦେଶ ବିଦେଶରେଖା ଗୁପ୍ତା ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ; ଆସନ୍ତାକାଲି ହେବ ଶପଥ ସମାରୋହ

ରେଖା ଗୁପ୍ତା ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ; ଆସନ୍ତାକାଲି ହେବ ଶପଥ ସମାରୋହ

ନୂଆଦିଲ୍ଲୀ: ଦିଲ୍ଲୀ ପାଇଲା ନୂଆ ମୁଖ୍ୟମନ୍ତ୍ରୀ । ରେଖା ଗୁପ୍ତା ହେଲେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ । ବିଧାୟକ ଦଳ ବୈଠକରେ ନାମ ଘୋଷଣା । ନାଁ ଘୋଷଣା ପରେ ରେଖା ଗୁପ୍ତାଙ୍କ ହାତରେ ରହିବ ଦିଲ୍ଲୀର ଶାସନ ଭାର । ବହୁ କଳ୍ପନା ଜଳ୍ପନା ପରେ ଶେଷରେ ରେଖାଙ୍କ ନାଁରେ ବାଜିଲା ମୁଖ୍ୟମନ୍ତ୍ରୀ ମୋହର ।ତେବେ ଆଜି ମୁଖ୍ୟମନ୍ତ୍ରୀ ନାଁ ଘୋଷଣା ନେଇ ଜୋରଦାର ଚାଲିଥିଲା ମାନସ ମନ୍ଥନ । ଦିଲ୍ଲୀ ବିଜେପି ମୁଖ୍‌ଯାଳୟରେ ହଲଚଲ ହୋଇଥିଲା । ଆଉ ଶେଷରେ ଦିଲ୍ଲୀ ଦରବାର ପାଇଁ ମୁଖ୍‌ଯମନ୍ତ୍ରୀଙ୍କ ନାଁ ଘୋଷଣା ହୋଇଛି । ଆସନ୍ତାକାଲି ହେବ ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହ । ରାମଲୀଳା ମୈଦାନରେ ଭବ୍ୟ ଶପଥ ସମାରୋହ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking