ରେଭେନ୍ସାକୁ ଏ++ ମାନ୍ୟତା

କଟକ : କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟକୁ ଏ++ ମାନ୍ୟତା । ନାକ୍ ରାଙ୍କରେ ରେଭେନ୍ସା କଲେଜକୁ ମିଳିଲା ଏ++ । କିଛି ଦିନ ତଳେ ବିଶ୍ୱବିଦ୍ୟାଳୟ ପରିଦର୍ଶନ କରିଥିଲା ନାକ୍ । ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷଙ୍କୁ ଭେଟିଲେ ଉତ୍ତର କାଶୀରେ ଟନେଲ ମଧ୍ୟରେ ଫସି ରହିଥିବା ଶ୍ରମିକଙ୍କ ପରିବାର ସଦସ୍ୟ